ପୁରୀ: ତିନି ଦିନିଆ ଗସ୍ତରେ ଆଜି ପୁରୀରେ ପହଞ୍ଚିଛି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ରାଜଭବନର ନବୀକରଣ ଭବନକୁ ସେ ଉଦଘାଟନ କରିଛନ୍ତି । ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଭଵନ ପରିସରରେ ଥିବା ଶୀଲା ଉପବନରେ ବୃକ୍ଷରୋପଣ କରି ବନୀକରଣର ଶୁଭାରମ୍ଭ କରିଛନ୍ତି ରାଜ୍ୟପାଳ । ଏହି ଉପବନକୁ ଧର୍ମପତ୍ନୀ ସ୍ୱର୍ଗତା ସୁଶୀଳା ଦେବୀଙ୍କ ସ୍ମୃତିରେ ଉତ୍ସର୍ଗୀକୃତ କରିଛନ୍ତି ।

କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ପ୍ରମୋଦ ମେହେର୍ଦ୍ଦା, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱାର ବିଶାଲ ସିଂ, ଗୃହ ନିର୍ମାଣ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ଚନ୍ଦ୍ର ତ୍ରିପାଠୀ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଗିରୀଶ ଚନ୍ଦ୍ର ରାୟ ପ୍ରମୁଖ ଉପସ୍ଥିତ ଥିଲେ ।
BREAKING NEWS
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ

Comments are closed.