ଭୁବନେଶ୍ୱର: ଲକଡାଉନ୍ରେ ଖୋଲିଲା ବିଶ୍ୱବିଦ୍ୟାଳୟ । କରୋନାକୁ ଦୃଷ୍ଟିରେ ରଖି ସମସ୍ତ ବିଶ୍ୱବିଦ୍ୟାଳୟ ଗୁଡିକୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ସଚିବ । କରୋନା ପାଇଁ ପ୍ରତ୍ୟେକ୍ଷ ଭାବେ ଶିକ୍ଷାଦାନ ନକରିବାକୁ ପରାମର୍ଶ ଦେବା ସହ ଆବଶ୍ୟକ ପଡିଲେ ଅନଲାଇନରେ କ୍ଲାସ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ସେହିପରି ଥିଓରୀ କିମ୍ବା ପ୍ରାକ୍ଟିକାଲ ପରୀକ୍ଷା ହୋଇପାରିବ ନାହିଁ । ସରକାରୀ ନିର୍ଦ୍ଦେଶ ଆସିଲେ କମ୍ ସମୟ ଭିତରେ ପରୀକ୍ଷା ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ବିଶ୍ୱବିଦ୍ୟଳୟକୁ ନିର୍ଦ୍ଦେଶ ଦିଆଯାଇଛି । ହଷ୍ଟେଲରେ କୌଣସି ଛାତ୍ରଛାତ୍ରୀ ରହି ପାରିବେ ନାହିଁ । ବିନା ଅନୁମତିରେ ବିଶ୍ୱବିଦ୍ୟାଳୟ କି ହଷ୍ଟେଲକୁ ପ୍ରବେଶ ବାରଣ କରାଯାଇଛି ।
ଯେଉଁ ସବୁ ପରୀକ୍ଷା ସରିଛି ତାହାର ମୂଲ୍ୟାଙ୍କନ ହେବ । ଜୋନ ସ୍ତରୀୟ ମୂଲ୍ୟାଙ୍କନକୁ ଅନୁମତି ନାହିଁ । ସେମିନାର, ୱାର୍କସପ ମନା ହୋଇଛି । ଆବଶ୍ୟକ ପଡିଲେ ଅନଲାଇନରେ ହେବ । ଗ୍ରୁପ Aର ସମସ୍ତ ଅଧିକାରୀ କାର୍ୟ୍ୟକ୍ଷେତ୍ରକୁ ଆସିବେ । ସେହିପରି ଗ୍ରୁପ B, C, Dର ଏକ ତୃତୀୟାଂଶ କର୍ମଚାରୀ ଅଫିସ ଆସିବେ । କାର୍ୟ୍ୟାଳୟରେ ସାମାଜିକ ଦୂରତା ଓ ସ୍ୱଚ୍ଛତା ଉପରେ ଧ୍ୟାନ ଦେବାକୁ କୁହାଯାଇଛି ।
BREAKING NEWS
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
Comments are closed.