Latest Odisha News

BREAKING NEWS

ରାଜ୍ୟରେ ୪୬୪.୭୨ କୋଟି ଟଙ୍କାର ପୁଞ୍ଜି ନିବେଶ; ୮୭୩ ବ୍ୟକ୍ତିଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ଓଡିଶା ସରକାର ମଙ୍ଗଳବାର ଦିନ ୪୬୪.୭୨ କୋଟି ଟଙ୍କା ମୂଲ୍ୟର ୪ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଏକକ ୱିଣ୍ଡୋ ଅଥୋରିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ପ୍ରସ୍ତାବରେ ୮୭୩ ଜଣଙ୍କୁ ସିଧାସଳଖ ନିଯୁକ୍ତି ସୁଯୋଗ ପ୍ରଦାନ କରିବ ବୋଲି ସୂଚନା ମିଳିଛି।

 

Comments are closed.