ଭୁବନେଶ୍ୱର: ଚାଷୀଙ୍କ ପନିପରିବା ବିକ୍ରି ପାଇଁ ଆରମ୍ଭ ହୋଇଛି ଅଭିନବ ଉଦ୍ୟମ । ବିକ୍ରି ଯୋଗ୍ୟ ପନିପରିବାକୁ ବଜାରକୁ ଆଣିବାକୁ କୃଷି ବିଭାଗ ଆରମ୍ଭ କଲା ନୂଆ ୱେବ ସାଇଟ। odihortmarketing.nic.in ୱେବସାଇଟ ମାଧ୍ୟମରେ ଚାଷୀଙ୍କ ପାଇଁ ବଜାର ସୃଷ୍ଟି ହେବ।
ସାରା ଓଡ଼ିଶାର ୧୫୦୦ ରୁ ଅଧିକ ବ୍ୟବସାୟୀ ଏଥିରେ ନାଁ ପଞ୍ଜିକରଣ କରିଛନ୍ତି। ଜିଲ୍ଲା ଉଦ୍ୟାନ କୃଷି ଅଧିକାରୀ ଏଥିରେ ଡାଟା ଅପଲୋଡ଼ କରିବେ। କେଉଁ ଅଂଚଳରେ କେତେ ପରିବା ଉତ୍ପାଦନ ହେଉଛି ତାର ତଥ୍ୟ ଏଥିରେ ରହିବ ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ।
BREAKING NEWS
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
- ଜାତୀୟ ସଙ୍ଗୀତ ଗାୟନ ବିବାଦ ପରେ ଇରାନର ୫ ଖେଳାଳିଙ୍କୁ ମାନବୀୟ ଭିଜା ଦେଲା ଅଷ୍ଟ୍ରେଲିଆ
- ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା
- “Rahul Gandhi ‘urban naxal'”: ରାହୁଲଙ୍କ ଉପରେ ବର୍ଷିଲେ କେନ୍ଦ୍ର ମନ୍ତ୍ରୀ, କହିଲେ, ‘ନକ୍ସଲ… ନିର୍ବୋଧ ରାଜକୁମାର…’
- ବିପୁଳ ପରିମାଣର ଗଞ୍ଜେଇ ସହ ନଗଦ ୪ ଲକ୍ଷ ଟଙ୍କା ଜବତ, ଦୁଇ ଗିରଫ
Comments are closed.