ଭୁବନେଶ୍ୱର: କରୋନା ମହାମାରୀ ନିୟନ୍ତ୍ରଣରେ ଓଡିଶାର ସ୍ଥିତି ଭଲ ରହିଛି । ଦେଶର ପଜିଟିଭିଟି ହାରଠାରୁ ଓଡିଶାର ହାର କମ । ପଜିଟିଭିଟିି ରେଟ୍ରେ ଓଡିଶାର ପ୍ରଦର୍ଶନ ଭଲ ରହିଛି । ଦେଶରେ ପଜିଟିଭିଟି ହାର ୮.୬୯ ପ୍ରତିଶତ ଥିବା ବେଳେ ଓଡିଶାର ପଜିଟିଭିଟି ହାର ରହିଛି ୬ ପ୍ରତିଶତ ।
୨୬ଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଂଚଳର କରୋନା ପଜିଟିଭିଟି ହାର ଜାତୀୟ ହାର ଠାରୁ କମ୍ । ତାମିଲନାଡୁରର ପଜିଟିଭିଟି ରେଟ୍ ୮.୩୨ ପ୍ରତିଶତ ଥିବା ବେଳେ କେରଳ ୭.୮୦ ପ୍ରତିଶତ, ଗୋଆ ଏବଂ ବିହାର ୭.୧୦ ପ୍ରତିଶତ, ଆସାମ ୬.୫୦ ପ୍ରତିଶତ, ଗୁଜରାଟ ୬.୪୦ ପ୍ରତିଶତ ରହିଛି । ଉତ୍ତର ପ୍ରଦେଶ ଏବଂ ମଧ୍ୟପ୍ରଦେଶ ଉଭୟ ୪.୬୦ ପ୍ରତିଶତ, ପଂଜାବ ୪.୧୦ ପ୍ରତିଶତ,ରାଜସ୍ଥାନ ୪ ପ୍ରତିଶତ ଏବଂ ହିମାଚଳ ପ୍ରଦେଶରେ ପଜିଟିଭିଟି ହାର ୨ ପ୍ରତିଶତ ରହିଛି ।
BREAKING NEWS
- Jagannath Temple:ମହାପ୍ରଭୁଙ୍କ ନୀତି ବିଳମ୍ବ ଘଟଣା: ଜଣେ ଖୁଣ୍ଟିଆ ସେବକ ନିଲମ୍ବନ,ଦୁଇ ସେବକଙ୍କୁ…
- Odisha Police:ଜୁଭେନଟିକା କନକ୍ଲେଭରେ ଶିଶୁମାନଙ୍କ ଡିଜିଟାଲ୍ ସୁରକ୍ଷାକୁ ନେଇ ଓଡ଼ିଶା ପୋଲିସ ଏବଂ ୟୁନିସେଫର ଆଲୋଚନା
- Grief in Indian Football: ଭାରତୀୟ ଫୁଟବଲ୍ ଜଗତ ପାଇଁ ଦୁଃଖଦ ଖବର; ଖେଳିବାବେଳେ ଚାଲିଗଲା ଯୁବ ଡିଫେଣ୍ଡରଙ୍କ ଜୀବନ
- ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୪୮୫ଟି ମାଓ ପ୍ରଭାବିତ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ
- ଭୁବନେଶ୍ୱରରୁ କଟକ ଚଳାଚଳ କରିବ ନମୋ ଟ୍ରେନ; ମେଟ୍ରୋ ପ୍ରକଳ୍ପକୁ ନେଇ ରେଳମନ୍ତ୍ରୀ କହିଲେ…
- Growing Passion for Cricket: ମହିଳା କ୍ରିକେଟର କ୍ରେଜ୍ ଆକାଶଛୁଆଁ
- ପ୍ରାପ୍ତବୟସ୍କ ଝିଅ ସ୍ବାଧୀନ ଭାବେ ବଞ୍ଚି ରହିବାର ନିଷ୍ପତ୍ତି ନିଜେ ନେଇପାରିବେ: ହାଇକୋର୍ଟ
- Neena Gupta: ୬୬ ବର୍ଷ ବୟସରେ ନୀନା ଗୁପ୍ତା ଗର୍ଭବତୀ ?
- ଖେଳାଳିଙ୍କ ଉପରେ ଲଗାଯାଇଥିବା ଜରିମାନା ଖବରକୁ ଖଣ୍ଡନ କଲା ପିସିବି
- ମାର୍ଚ୍ଚ ୨୧ରୁ ପୁରୀ ବେଳାଭୂମିରେ ତିନି ଦିନିଆ “ଫିଟ୍ ଇଣ୍ଡିଆ କାର୍ଣ୍ଣିଭାଲ୍”
Comments are closed.