Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ଆଚାର୍ଯ୍ୟ ହରିହର କ୍ୟାନ୍ସର ଚିକିତ୍ସାଳୟରେ ସମସ୍ୟା: ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର : ଚଳିତ ବର୍ଷ ସମଗ୍ର ରାଜ୍ୟରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଛି । ଯାହା ଫଳରେ ଲୋକେ ଅସୁବିଧାର ସମ୍ମୁଖିନ ହେଉଛନ୍ତି । କଟକର ଆଚାର୍ଯ୍ୟ ହରିହର କ୍ୟାନ୍ସର ଚିକିତ୍ସାଳୟରେ ମଧ୍ୟ ଅନେକ ଅବ୍ୟବସ୍ଥା ରହିଛି । ରୋଗୀ ମାନଙ୍କ ପାଇଁ ବ୍ୟବସ୍ଥା ତ ଦୁର କଥା ସେମାନଙ୍କ ପାଇଁ ସେଠାରେ କୌଣସି ପ୍ରକାରର ବ୍ୟବସ୍ଥା ନାହିଁ।
ଯାହାକୁ ନେଇ ରୋଗୀଙ୍କ ସମ୍ପର୍କୀୟ ମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଛି । ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ନିଜର ପ୍ରତିକ୍ରିୟା ରଖିଛନ୍ତି । ଏ ଦିଗ ଉପରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରି ଏହି ଅସୁବିଧାକୁ ଦୁର କରିବା ପାଇଁ କହିଛନ୍ତି ମନ୍ତ୍ରୀ ।

Leave A Reply

Your email address will not be published.