ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଆରମ୍ଭ ହେଉଛି କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍ । ପ୍ରଥମ ପର୍ଯ୍ୟାୟରେ ଟିକା ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ଆଜିଠାରୁ ଦ୍ୱିତୀୟ ଡୋଜ ଦିଆଯିବ । ନିର୍ଦ୍ଧାରିତ ତାରିଖ ଅନୁସାରେ ପର୍ଯ୍ୟାୟ କ୍ରମେ ସମସ୍ତଙ୍କୁ ଦିଆଯିବ ଦ୍ୱିତୀୟ ଡୋଜ୍ । ଯେଉଁମାନେ କୋଭିସିଲ୍ଡ ନେଇଥିଲେ ସେମାନଙ୍କୁ କୋଭିସିଲ୍ଡ ଓ କୋଭାକ୍ସିନ ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ କୋଭାକ୍ସିନ ଟିକା ଦିଆଯିବ । ଜାନୁଆରୀ ୧୬ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇଥିଲା କୋଭିଡ୍ ଟିକାକରଣ । ତାର ୨୮ ଦିନ ପରେ ଦିଆଯାଉଛି ଦ୍ୱିତୀୟ ଡୋଜ୍ । ସେହିପରି ରାଜ୍ୟରେ ପ୍ରଥମ ଡୋଜ୍ ଟିକାଦାନର ଅବଧି ଫେବୃୟାରୀ ୨୫ ଯାଏ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର ।
BREAKING NEWS
- Budget 2026: ଜନଜାତିଙ୍କ କଲ୍ୟାଣ ପାଇଁ ଏକ ପରିବର୍ତ୍ତନଶୀଳ ବଜେଟ୍…ଓଡ଼ିଶାକୁ ଲାଭବାନ କରିବ: ଜୁଏଲ ଓରାମ
- Builder: ବିଲଡର ସଂସ୍ଥା ମାଲିକ ଗିରଫ; ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ
- ଟି୨୦ ବିଶ୍ୱକପ: ଭାରତ ସହ ଖେଳିବନି ପାକିସ୍ତାନ
- ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…
- ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
- Violence in Balochistan: ବେଲୁଚିସ୍ତାନ ପ୍ରସଙ୍ଗରେ ପାକ୍ କୁ କଡ଼ା ଜବାବ ଦେଲା ଭାରତ; ଆଭ୍ୟନ୍ତରୀଣ ବିଫଳତାରୁ ଧ୍ୟାନ ହଟାଇବାର ପ୍ରୟାସ
- ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ
- ନର୍ସରୀ ରାଇମ୍ ମାଧ୍ୟମରେ ୨୦୨୬ ବଜେଟକୁ କଟାକ୍ଷ କଲେ ମମତା
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
- ବଜେଟରେ ନିର୍ମଳା ସୀତାରମଣଙ୍କ ଶାଢ଼ି ସ୍ୱାଗ୍, ପ୍ରତ୍ୟେକ ଥର ଏକ ଭିନ୍ନ ଶୈଳୀ ଆସନ୍ତି ନଜର…
Comments are closed.