ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଆରମ୍ଭ ହେଉଛି କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍ । ପ୍ରଥମ ପର୍ଯ୍ୟାୟରେ ଟିକା ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ଆଜିଠାରୁ ଦ୍ୱିତୀୟ ଡୋଜ ଦିଆଯିବ । ନିର୍ଦ୍ଧାରିତ ତାରିଖ ଅନୁସାରେ ପର୍ଯ୍ୟାୟ କ୍ରମେ ସମସ୍ତଙ୍କୁ ଦିଆଯିବ ଦ୍ୱିତୀୟ ଡୋଜ୍ । ଯେଉଁମାନେ କୋଭିସିଲ୍ଡ ନେଇଥିଲେ ସେମାନଙ୍କୁ କୋଭିସିଲ୍ଡ ଓ କୋଭାକ୍ସିନ ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ କୋଭାକ୍ସିନ ଟିକା ଦିଆଯିବ । ଜାନୁଆରୀ ୧୬ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇଥିଲା କୋଭିଡ୍ ଟିକାକରଣ । ତାର ୨୮ ଦିନ ପରେ ଦିଆଯାଉଛି ଦ୍ୱିତୀୟ ଡୋଜ୍ । ସେହିପରି ରାଜ୍ୟରେ ପ୍ରଥମ ଡୋଜ୍ ଟିକାଦାନର ଅବଧି ଫେବୃୟାରୀ ୨୫ ଯାଏ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର ।
BREAKING NEWS
- ବିଶ୍ୱରେ ପ୍ରଥମ:ଏଆଇ-ସହାୟତାରେ-ପ୍ରଥମ-ମସ୍ତିଷ୍କ-ଅସ୍ତ୍ରୋପଚାର
- ନେପାଳ ବନ୍ୟାରେ ନିଖୋଜ ୨ ଓଡ଼ିଆ, ସହାୟତା ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
- ରାକ୍ଷୀ ପୂର୍ଣ୍ଣିମା; ଆଜି ମହିଳାଙ୍କ ପାଇଁ ମାଗଣା ‘ଆମ ବସ୍’ ସେବା
- ନେପାଳରେ ବନ୍ୟା; ମୃତ୍ୟୁ ସଂଖ୍ୟା ୧୬୦କୁ ବୃଦ୍ଧି, ୧୩୩ ଭାରତୀୟ ନିଖୋଜ…
- ନେପାଳରେ ହଠାତ୍ ବନ୍ୟା ଆସିବାର କାରଣ କଣ ?
- ଲୁହାପଥର ଚୋରାଚାଲାଣ ବେଳେ ମାଡିବସିଲା ପୋଲିସ; ୩ ଗିରଫ
- ଦେଶର ୧୧ ହଜାର କିମି ରେଳପଥର ହେବ ସମ୍ପ୍ରସାରଣ: ଯୋଜନାର ରୂପରେଖ ସ୍ପଷ୍ଟ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
- ଆପଣ ବହୁତ ହଟ୍ ଓ ବିୟୁଟିଫୁଲ୍’; ରିଆଲିଟି ସୋ’ରେ ମଲ୍ଲିକାଙ୍କୁ ଖୋଲା ପ୍ରଶଂସା କରି ଚର୍ଚ୍ଚାରେ ଲାଲୁଙ୍କ ପୁଅ
- ଜଣେ ବ୍ୟକ୍ତି କେତୋଟି କ୍ରେଡିଟ୍ କାର୍ଡ ରଖିପାରିବେ? ଜାଣନ୍ତୁ କ’ଣ ରହିଛି ଆରବିଆଇର ନୂଆ ନିୟମ
- ଚିନି ବନ୍ଦ କଲେ କମିବ କି ଡାଇବେଟିସ୍? ସ୍ୱାସ୍ଥ୍ୟ ବିଶେଷଜ୍ଞ ଓ ମେଡିକାଲ୍ ରିସର୍ଚ୍ଚରୁ ଜାଣନ୍ତୁ ସତ୍ୟତା

Comments are closed.