କଟକ : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ମହାମାରୀ କରୋନା । ସଂକ୍ରମଣ କମୁଥିବାରୁ ଏବେ କଟକଣା ବି କିଛିଟା କୋହଳ ହେଲାଣି । ଦୈନିକ ସଂକ୍ରମଣ ଧୀରେ ଧୀରେ ତଳମୁହାଁ ହେଉଥିବା ବେଳେ, ଏବେ ହାଇକୋର୍ଟ ନେଇଛନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ପଜିଟିଭିକୁ ଦୃଷ୍ଟିରେ ରଖି ଏଣିକି ପୂର୍ଣ୍ଣମାତ୍ରାରେ ଚାଲିବ ଓଡ଼ିଶା ହାଇକୋର୍ଟ । ଉଭୟ ଭର୍ଚୁଆଲ ଓ ଫିଜିକାଲ ମୋଡ୍ରେ କୋର୍ଟ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୭ ତାରିଖରୁ ଶତ ପ୍ରତିଶତରେ ଚାଲିବ ହାଇକୋର୍ଟ । ରାଜ୍ୟରେ ସଂକ୍ରମଣ ବଢ଼ିବାରୁ ଗତ ଜାନୁଆରୀ ୧୦ ତାରିଖରୁ ଫେବ୍ରୁଆରୀ ୪ ତାରିଖ ପର୍ଯ୍ୟନ୍ତ କେବଳ ଭିଡିଓ କନଫରେନ୍ସ ଜରିଆରେ ଚାଲୁଥିଲା ହାଇକୋର୍ଟ । ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲୁଥିଲା କୋର୍ଟଙ୍କ ଶୁଣାଣି । ଏବେ ଆକ୍ରାନ୍ତ ସଂଖ୍ୟା ହ୍ରାସ ପାଇଥିବାରୁ ଶତ ପ୍ରତିଶତରେ ହାଇକୋର୍ଟ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି ।
BREAKING NEWS
- ସୁସ୍ଥ ହେଉଛନ୍ତି ଓରାଙ୍ଗଉଟାନ୍, ସୁହାଉଛି ଓଡ଼ିଶା ଜଳବାୟୁ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ
- ରୁଷରେ ଫସିଯାଇଛନ୍ତି ତେଲେଙ୍ଗାନାର ଚାରି ଯୁବକ; ଚାକିରି ନାଁରେ ସେନାରେ ଜବରଦସ୍ତି ଭର୍ତ୍ତି କରାଇଦେବା ଅଭିଯୋଗ
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ
- ଭାରତକୁ ‘ଉଚ୍ଚଜାତି ହିନ୍ଦୁ ରାଷ୍ଟ୍ର’ କରିବା ପାଇଁ ଚାହୁଁଛି SIR: ନିର୍ମଳା ସୀତାରମଣଙ୍କ ସ୍ୱାମୀ ପରକଲା ପ୍ରଭାକର
- Modi Cabinet: ମୋଦୀ କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି; ୬ ରବି ଫସଲର MSP ବଢ଼ିଲା, ଗ୍ରୀନ୍ ଏନର୍ଜି କରିଡରକୁ ମଞ୍ଜୁରୀ
- Koffee With Karan: ସିଜିନ୍-୯ ପରେ ଶୋ’ ଶେଷ, ଭାବବିହ୍ୱଳ ଭିଡିଓ ପୋଷ୍ଟ
- Chambal to UPSC: ଜେଜେ ଚମ୍ବଲର ଡକାୟତ! ନାତି ବାଛିଲେ ଅଲଗା ରାସ୍ତା; UPSCରେ ସଫଳ ହୋଇ ଏବେ ସିଭିଲ ସର୍ଭିସରେ

Comments are closed.