Latest Odisha News

BREAKING NEWS

ମେ’ ପ୍ରଥମ ସପ୍ତାହରେ ଓଜେଇଇ ପରୀକ୍ଷା; ଆଜିଠୁ ଅନଲାଇନ୍ ଆବେଦନ ଆରମ୍ଭ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପରୀକ୍ଷା ମେ’ ପ୍ରଥମ ସପ୍ତାହରେ ଅନୁଷ୍ଠିତ ବୋକୁ ଯାଉଛି ।

ଏକ ବିଜ୍ଞପ୍ତିରେ ଓଜେଇଇ ଚେୟାରମ୍ୟାନ୍ ସୁଦୀପ କୁମାର ଚାନ୍ଦ କହିଛନ୍ତି ଯେ ମାର୍ଚ୍ଚ ୨୦ ତାରିଖ ମଧ୍ୟରେ ଛାତ୍ରଛାତ୍ରୀମାନେ ଓଜେଇଇର ଅଫିସିଆଲ୍ ୱେବସାଇଟ୍ http://www.ojeeodisha.nic.in/ ରେ ଅନଲାଇନ୍ ଆବେଦନ କରିପାରିବେ ।

ଆହୁରି ମଧ୍ୟ ଆଶାୟୀ ପ୍ରାର୍ଥୀମାନେ ଏପ୍ରିଲ୍ ୨୦ ତାରିଖ ବେଳକୁ ନିଜ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।

Leave A Reply

Your email address will not be published.