Latest Odisha News

BREAKING NEWS

ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ଉଭୟ ଅନଲାଇନ ଓ ଅଫଲାଇନର ପରୀକ୍ଷା ଫଳ ବୁଧବାର ଦିନ ପ୍ରକାଶ ପାଇବ ।

ରାଜ୍ୟ ସଚିବାଳୟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଦ୍ୱାରା ପରୀକ୍ଷା ଫଳ ଘୋଷଣା କରାଯିବ ।

ଚଳିତ ବର୍ଷ ପାଖାପାଖି ୨୫,୭୩୧ ଜଣ ଛାତ୍ରଛାତ୍ରୀ ଅଫଲାଇନ୍ ପରୀକ୍ଷା ଦେଇଥିବାବେଳେ ପ୍ରାୟ ୧୩ ହଜାର ୯୧୮ ଜଣ ଛାତ୍ରଛାତ୍ରୀମାନେ ଅନଲାଇନ ପରୀକ୍ଷା ଦେଇଥିଲେ ।

Leave A Reply

Your email address will not be published.