ଭୁବନେଶ୍ୱର: ରାଜ୍ୟରେ ପୁଣି ବଢିଲା ଲକ୍ଡାଉନ୍। କରୋନା ସଂକ୍ରମଣ ରୋକିବା ଲାଗି ଓଡ଼ିଶା ସରକାର ମଙ୍ଗଳବାର ଦିନ ରାଜ୍ୟବ୍ୟାପୀ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହି ଲକ୍ଡାଉନ୍ ଜୁନ୍ ୧ ସକାଳ ୫ଟା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।
ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟରେ କରୋନାର ଭୟାବହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।
Comments are closed.