Latest Odisha News

BREAKING NEWS

ଜୁଲାଇ ୮ରେ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ : ଓଡିଶାରେ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୮ରୁ ୧୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ଗୁରୁବାର ଦିନ ନିଷ୍ପତ୍ତି ହୋଇଛି ।

ଏସମ୍ପର୍କରେ ବୋର୍ଡ ସମ୍ପାଦକ ରାମାଶିଷ ହାଜରା ସୂଚନା ପ୍ରଦାନ କରିଛନ୍ତି ।

ଏହି ପରୀକ୍ଷା ସକାଳ ୯ଟାରୁ ସାଢେ ୧୧ ଯାଏଁ ଅନୁଷ୍ଠିତ ହେବ ।

ସୂଚନାଯୋଗ୍ୟ, ମେ’ ୨୧ ତାରିଖରେ ରାଜ୍ୟରେ ମ୍ୟାଟ୍ରିକ୍ ପରୀକ୍ଷା ଫଳାଫଳ ପ୍ରକାଶିତ ହୋଇଥିଲା ।

Leave A Reply

Your email address will not be published.