ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଧୁ ପକ୍ଷରୁ ମେଗା ରକ୍ତ ଦାନ ଶିବିର ଆରମ୍ଭ ହୋଇଯାଇଛି । ଆସନ୍ତା ସପ୍ତାହେବ୍ୟାପୀ ରାଜ୍ୟର ୩୦ଟି ଜିଲ୍ଲା ଓ ସଦରମହକୁମାରେ ଏହି ରକ୍ତଦାନ ଶିବିର ଅଭିଯାନ ଚାଲିବ । ଆଜି ପ୍ରଥମ ଦିନରେ ୨୯ଟି ଜିଲ୍ଲାରୁ ୧୪୫୦ରୁ ଉର୍ଦ୍ଧ୍ୱ ୟୁନିଟ ରକ୍ତ ସଂଗ୍ରହ ହୋଇଛି ।
ଭୁବନେଶ୍ୱରଠାରେ ବିଜୁ ଜନତା ମୁଖ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ରକ୍ତଦାନ ଶିବିରକୁ ଓଡ଼ିଶା ମୋ ପରିବାରର ଅବାହାକ ଅରୁପ ପଟ୍ଟନାୟକ ଉଦ୍ଘାଟନ କରିଥିଲେ । କ୍ରାନ୍ତି ଦିବସ ତଥା ଆଜିଠାରୁ ଆରମ୍ଭ ହୋଇଥିବା ଏହି ଅଭିଯାନ ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ଚାଲିବ । ଏହି ଅଭିଯାନରେ ୧୦ ହଜାର ୟୁନିଟ ରକ୍ତ ସଂଗ୍ରହ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.