ଭୁବନେଶ୍ୱର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ଅଛି । ରୁଟିନ ଚେକଅପ୍ ପାଇଁ ସେ ଗୁରୁଗ୍ରାମର ମେଦାନ୍ତରେ ଭର୍ତ୍ତି ହୋଇଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ସାଂସଦ ସପ୍ତଗିରି ଉଳାକା । ଏହାସହ ନିରଞ୍ଜନଙ୍କ ପୁଅ ନବଜ୍ୟୋତି ପଟ୍ଟନାୟକ ମଧ୍ୟ ବାପାଙ୍କ ସୁସ୍ଥ ଥିବା ନେଇ ସୂଚନା ଦେଇଛନ୍ତି । ହୃଦଜନିତ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନିରଞ୍ଜନ ପଟ୍ଟନାୟକ ।
BREAKING NEWS
- ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
- ଭୟାବହ ଯୁଦ୍ଧ ସ୍ଥିତି ପାଇଁ ‘ଇଫ୍ତାର ଓ ଇଦ୍ ମିଲନ’ ପାଳନ କରିବନି ବିଜେଡି…
- ଭୋଟର ତାଲିକାରୁ କଟିଲା ୬୩ ଲକ୍ଷ ନାଁ ଦୋହଲି ଯିବ କି ଦିଦିଙ୍କ ଆସନ !
- Gold rate falls: ଖସିଲା ସୁନା ଦର; ଜାଣନ୍ତୁ କ’ଣ ରହିଛି ଦାମ୍
- ବିଜେପିକୁ ବାଏବାଏ କଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ
- ଆଇପିଏଲ: ୩୦୦ କ୍ଲବରେ ସାମିଲ ହେବା ପାଇଁ କୋହଲିଙ୍କୁ ଆବଶ୍ୟକ ୯ ଛକା
- Physical Education: ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା
- Brain behind Iran’s ‘Mosaic Defence’: କେମିତି ଇସ୍ରାଏଲ-ଆମେରିକା ଆଗରେ ଏପର୍ଯ୍ୟନ୍ତ ଦୃଢ଼ ଭାବେ ଛିଡ଼ା ହୋଇଛି ଇରାନ? ପଛରେ ଅଛି ଏହି ବ୍ୟକ୍ତିଙ୍କ ମାଷ୍ଟରମାଇଣ୍ଡ…
- ରାଜ୍ୟରେ ସ୍ଥାପନ ହେବ ୫୧୮୨ ମୋବାଇଲ୍ ଟାୱାର, ଉପକୃତ ହେବ ଏତିକି ଗାଁ..
Comments are closed.