Latest Odisha News

BREAKING NEWS

ବାତିଲ ହେଲା ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା

ଭୁବନେଶ୍ବର: ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ୨ ବୋର୍ଡ ପରୀକ୍ଷା ବାତିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ନିର୍ଦ୍ଦେଶ ଦେଇଛନ୍ତି।

ପରୀକ୍ଷା ଅପେକ୍ଷା ଛାତ୍ରଛାତ୍ରୀଙ୍କ ଜୀବନ ଅଧିକ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।

 

 

Leave A Reply

Your email address will not be published.