Latest Odisha News

BREAKING NEWS

ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ପୋଲିସ ଡିଜି ଅଭୟ

ମାଲକାନଗିରି: ମାଓଏନକାଉଣ୍ଟର ପରେ ଆଜି ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇଛନ୍ତି ପୋଲିସ ଡିଜି ଅବୟ । ହନ୍ତାଳଗୁଡା ବିଏସଏଫ କ୍ୟାମ୍ପରେ ପହଞ୍ଚିଥିଲେ ଡିଜିପି । ବରିଷ୍ଠ ଅଧିକାରୀଙ୍କ ସହ ମାଓ ଦମନ ରଣନୀତି ନେଇ ଆଲୋଚନା କରିଛନ୍ତି ।

ଗତକାଲି ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ମୁହାଁମୁହିଁ ହୋଇଥିଲେ ସୁରକ୍ଷାକର୍ମୀ-ମାଓବାଦୀ । ଏନକାଉଣ୍ଟରରେ ଦୁଇ ଜଣ ମାଓବାଦୀ ନିହତ ହୋଇଥିଲେ । ସିଙ୍ଗାରାମ ଜଙ୍ଗଲରେ ୨ ମାଓବାଦୀଙ୍କୁ ଏନକାଉଣ୍ଟର କରିଥିଲେ ଯବାନ । ଆଜି ସ୍ୱାଭିମାନ ଅଞ୍ଚଳ ଗସ୍ତ କରି ପୋଲିସ ଡିଜି ଯବାନଙ୍କ ମନୋବଳ ବଢାଇଛନ୍ତି ।

Leave A Reply

Your email address will not be published.