Latest Odisha News

BREAKING NEWS

ବାତ୍ୟା ପ୍ରପୀଡିତଙ୍କୁ ଓଡିଶା ପୋଲିସର ସହାୟତା

ଭୁବନେଶ୍ୱର : ବାତ୍ୟା ‘ଫନୀ’ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଓଡିଶାର ଲୋକମାନଙ୍କୁ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଓଡିଶା ପୋଲିସ ପକ୍ଷରୁ ୧,୬୧,୬୧,୪୧୨ କୋଟି ଟଙ୍କା ପ୍ରଦାନ କରାଯାଇଛି ।

ଡିଜିପି ଆରପି ଶର୍ମାଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀମାନେ ଏହି ଅର୍ଥ ରାଶିକୁ .ଚେକ ଆକାରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହସ୍ତାନ୍ତର କରିଛନ୍ତି ।

Leave A Reply

Your email address will not be published.