Latest Odisha News

BREAKING NEWS

ଓମିକ୍ରନ ମୁକାବିଲା ପାଇଁ ଆମେ ପ୍ରସ୍ତୁତ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଓମିକ୍ରନ ମୁକାବିଲା ପାଇଁ ଆମେ ପ୍ରସ୍ତୁତ ,ବ୍ୟସ୍ତ ହେବାର କିଛି ନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି । ଏହି ଉପରେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ।

ଟିକାକରଣ ଓସଚେତନତା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟରେ ୮୯ ଦେଶରେ ପଶିଲାଣି ଓମିକ୍ରନ ନୂଆ ଭାରିଆଣ୍ଟ । ବ୍ରିଟେନ ଓ ଅନ୍ୟଦେଶରେ ଯେପରି ଓମିକ୍ରନ ବ୍ୟାପିଲାଣି  ତୃତୀୟ ଲହର ଆସିବା ନିଶ୍ଚିତ ବୋଲି ବିଶେଷଜ୍ଞ ମାନେ ମତ ରଖିଛନ୍ତି ।

Leave A Reply

Your email address will not be published.