ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ । ଆଜି ସଂଖ୍ୟା ରେକର୍ଡ ୧୦ ହଜାର ପାର କରିଛି । ତାସହ ବଢୁଛି ମୃତ୍ୟୁସଂଖ୍ୟା । ଯଦିଓ ଗତକାଲି ଅପେକ୍ଷା ଆଜି ରାଜ୍ୟରେ ମୃତ୍ୟୁସଂଖ୍ୟା କମିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ କରୋନା ନେଇଛି ୧୧ ଆକ୍ରାନ୍ତଙ୍କ ଜୀବନ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୪ ଜଣ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସୁନ୍ଦରଗଡ଼ରୁ ଆଉ ୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବୌଦ୍ଧ, କଳାହାଣ୍ଡି, କୋରାପୁଟ, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୫୪କୁ ବୃଦ୍ଧି ।
BREAKING NEWS
- ଶୁବଶୀଘ୍ର ଅଗ୍ନିଶମ ସେବା କ୍ଷେତ୍ରରେ ନିଯୁକ୍ତି ପାଇବେ ମହିଳା…
- ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ASI
- LPG cylinder shortage: ଏଲପିଜି ନିଅଣ୍ଟ ନେଇ କଂଗ୍ରେସର ପ୍ରତିବାଦ, ବିଜେପି ମୁଖ୍ୟାଳୟକୁ ନେଇଗଲା ମାଟି ଚୁଲି
- ବେଆଇନ ବାଲି ଚୋରାଚାଲାଣ ଉପରେ ଲାଗିବ ଅଙ୍କୁଶ, ବାଲିଘାଟ ଜଗିବେ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ
- ଭାରତୀୟ ବ୍ୟବସାୟୀଙ୍କ ବଢିବ ଚିନ୍ତା: ପାଣି ବୋତଲ ଉପରେ ପ୍ରଭାବ ପକାଇପାରେ ଇରାନ ଯୁଦ୍ଧ
- ସାବଧାନ ! ଘରୁ ବାହାରିଲେ ଆପଣଙ୍କୁ ଦେବାକୁ ପଡିପାରେ ଟ୍ୟାକ୍ସ
- Removal of CEC Gyanesh Kumar: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ବିରୋଧୀଙ୍କ ପ୍ରସ୍ତୁତି, ୧୯୩ ବିରୋଧୀ ସାଂସଦଙ୍କ ସ୍ୱାକ୍ଷର!
- US plane crashes in Iraq: ଯୁଦ୍ଧ ମଧ୍ୟରେ ଇରାକରେ ଟଳି ପଡିଲା ଆମେରିକୀୟ KC-135 ବିମାନ, ଥିଲେ ୫ କ୍ରୁ ସଦସ୍ୟ…
- ଭାରତର ସଫଳତା: ଯୁଦ୍ଧ ଭିତରେ ହର୍ମୁଜ୍ ପ୍ରଣାଳୀ ଦେଇ ମୁମ୍ବାଇରେ ପହଞ୍ଚିଲା ଅଶୋଧିତ ତେଲ
- ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଭଲ ଖବର: ଦିଲ୍ଲୀ-ରିୟାଦ ବିମାନ ସେବା ପୁନର୍ବାର ଆରମ୍ଭ
Comments are closed.