ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା କେସ । ଦୈନିକ ସଂକ୍ରମଣ ପାଖାପାଖି ଶହେକୁ ଖସିଲାଣି । ୨୪ ଘଣ୍ଟାରେ ୨୧ ଜିଲ୍ଲାରୁ ବାହାରିଛନ୍ତି ୧୦୮ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୬୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୬ । ୧୮ ବର୍ଷ ଭିତରେ ଆଉ ୧୬ ଜଣ ପଜିଟିଭ୍ ବାହାରିଛନ୍ତି ।
Covid-19 Report For 7th March
New Positive Cases: 108
Of which 0-18 years: 16
In quarantine: 62
Local contacts: 46(Details of local contacts will be shared by concerned District)
1. Angul: 4
2. Balasore: 4
3. Bargarh: 1
4. Bhadrak: 1
5. Balangir: 2
6. Cuttack: 2
7. Deogarh: 2— I & PR Department, Odisha (@IPR_Odisha) March 8, 2022
ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୫, ଗଜପତିରୁ ୧୪, ଝାରସୁଗୁଡ଼ା ଜିଲ୍ଲାରୁ ୧୧ ଜଣ ସଂକ୍ରମିତ ହୋଇଛନ୍ତି । ବାକି ସବୁ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଭିତରେ ରହିଛି । ବୌଦ୍ଧ, କନ୍ଧମାଳ, କେନ୍ଦୁଝର, ମାଲକାନଗିରି, ନୂଆପଡ଼ା, ନୟାଗଡ଼, ରାୟଗଡ଼ା, ନବରଙ୍ଗପୁର ଓ ପୁରୀ ଜିଲ୍ଲାରୁ ଆଜି କେହି ସଂକ୍ରମିତ ହୋଇ ନାହାନ୍ତି ।
New recoveries: 225
Cumulative tested: 29640760
Positive: 1286117
Recovered: 1275767
Active cases: 1196— I & PR Department, Odisha (@IPR_Odisha) March 8, 2022
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧୨ଲକ୍ଷ ୮୬ହଜାର ୧୧୭କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୧୨ଲକ୍ଷ ୭୫ହଜାର ୭୬୭ ସଂକ୍ରମିତ । ଏବେ ରାଜ୍ୟରେ ୧୧୯୬ କୋଭିଡ୍ ଆକ୍ଟିଭ୍ କେସ୍ ରହିଛି ।
Comments are closed.