Latest Odisha News

ରାଜ୍ୟରେ ଆଉ ୧୩ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୮୨ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବରଗଡରୁ ୧, ବଲାଙ୍ଗିରରୁ ୧, ଭୁବନେଶ୍ୱରରୁ ୧, କଟକରୁ ୧, ଗଜପତିରୁ ୧, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୨, କେନ୍ଦ୍ରାପଡାରୁ ୨, ମୟୁରଭଞ୍ଜରୁ ୧ ଓ ପୁରୀରୁ ୧ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

Leave A Reply

Your email address will not be published.