ଭୁବନେଶ୍ୱର: ଆଜି ରାଜ୍ୟରେ ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି । କିନ୍ତୁ କମିଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ କରୋନା ନେଇଛି ୫ ଆକ୍ରାନ୍ତଙ୍କ ଜୀବନ । ଗତକାଲି ୧୪ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ । ଗତ ୨୪ଘଣ୍ଟାରେ ସୁନ୍ଦରଗଡ଼ରୁ ୩ ଜଣ ଓ ଖୋର୍ଦ୍ଧାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨ହଜାର ୭୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ କରୋନାରେ ସର୍ବାଧିକ ୩୬୫ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୯୬ ଜଣଙ୍କର ଜୀବନ ଗଲାଣି ।
BREAKING NEWS
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
Comments are closed.