ଭୁବନେଶ୍ୱର: ଆଜି ରାଜ୍ୟରେ ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି । କିନ୍ତୁ କମିଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ କରୋନା ନେଇଛି ୫ ଆକ୍ରାନ୍ତଙ୍କ ଜୀବନ । ଗତକାଲି ୧୪ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ । ଗତ ୨୪ଘଣ୍ଟାରେ ସୁନ୍ଦରଗଡ଼ରୁ ୩ ଜଣ ଓ ଖୋର୍ଦ୍ଧାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨ହଜାର ୭୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ କରୋନାରେ ସର୍ବାଧିକ ୩୬୫ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୯୬ ଜଣଙ୍କର ଜୀବନ ଗଲାଣି ।
BREAKING NEWS
- ମଦ ନେଲା ଜୀବନ;କକାର ଟାଙ୍ଗିଆ ଚୋଟରେ ପୁତୁରାର ଜୀବନ ଗଲା
- ରଣଜୀ ଟ୍ରଫି: କେରଳଠାରୁ ପରାସ୍ତ ହେଲା ଓଡ଼ିଶା
- ଆପଣମାନେ ଜେନ୍-ଜି ନୁହଁନ୍ତି : ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କ ଆବେଦନ ଶୁଣାଣି ସମୟରେ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ଟିପ୍ପଣୀ
- ନ୍ୟୁଜିଲାଣ୍ଡ ପାଇଁ ବଡ଼ ବିପଦ ସାଜିଛନ୍ତି ଭୁବନେଶ୍ୱର କୁମାର
- ଲେଜର ରଶ୍ମିର କମାଲ: ପ୍ଲାଷ୍ଟିକରୁ ତିଆରି ହେଲା ହୀରା
- ସୌଭାଗ୍ୟ ଥିଲେ ମହାପ୍ରଭୁଙ୍କ ଦର୍ଶନ ମିଳେ: ପବିତ୍ର ବିଜୟା ଦଶମୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଅଭିନେତା ଗୋବିନ୍ଦା
- ବିସିସିଆଇ ସଭାପତିଙ୍କ ବଡ଼ ବୟାନ: ବୟସ ନୁହେଁ, ଫିଟନେସ୍ ଓ ଫର୍ମ ଦେଖି ରୋହିତ-ବିରାଟଙ୍କ ଚୟନ ହେବ
- ଜନ ସମୁଦ୍ରରେ ଶେଷ ହେଲା ଯୋଡି ଛତର ଯାତ୍ରା
- ସୁବର୍ଣ୍ଣରେଖା ନଦୀରେ ଅଘଟଣ;ବୁଡିଗଲେ ୨ ଭାଇ
- Kotia Border Dispute:ଦଳ ମତ ନିର୍ବିଶେଷରେ କୋଟିଆ ପାଇଁ ଏକାଠି ହେବା ଦରକାର: ଧର୍ମେନ୍ଦ୍ର ପ୍ରଧାନ

Comments are closed.