ଭୁବନେଶ୍ୱର: ଓଡ଼ିଶାରେ ଧୀରେ ଧୀରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣ । ସେହିପରି କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ନୂଆପଡ଼ାରେ କରୋନାରେ ଏଯାଏ ୩୨ ଜଣ ମୃତ୍ୟୁବରଣ କରିଥିବା ବେଳେ ରାୟଗଡ଼ାରେ ଏହି ସଂଖ୍ୟା ୪୬ ଓ କେନ୍ଦୁଝରେ ମହାମାରୀ ନେଲାଣି ୩୯ ଜୀବନ । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯ଶହ ୫୩କୁ ବୃଦ୍ଧି ପାଇଛି ।
BREAKING NEWS
- Chandigarh blast:ବିଜେପି କାର୍ଯ୍ୟାଳୟ ବାହାରେ ଗ୍ରେନେଡ୍ ଆକ୍ରମଣ; କେନ୍ଦ୍ରୀୟ ଏଜେନ୍ସିର ତଦନ୍ତ ଆରମ୍ଭ
- ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ
- Odia Pakhya:ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
Comments are closed.