ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ବଢୁଛି । ତାସହ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୧୯ଶହ ୬୫କୁ ବୃଦ୍ଧି ପାଇଛି ।
BREAKING NEWS
- Suspicious Drones: ଏଲଓସି ଏବଂ ଅନ୍ତର୍ଜାତୀୟ ସୀମାରେ ଦେଖାଗଲା ସନ୍ଦେହଜନକ ପାକିସ୍ତାନୀ ଡ୍ରୋନ୍, ସତର୍କ ରହିଛନ୍ତି ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
Comments are closed.