ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ କମିଛି ସଂକ୍ରମଣ ଓ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ଦୁଇ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ସୁନ୍ଦରଗଡ଼, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯ଶହ ୮୮କୁ ବୃଦ୍ଧି ପାଇଛି । ରାଜ୍ୟରେ ମୃତ୍ୟୁହାର ରହିଛି ୦.୪୮ ପ୍ରତିଶତ ।
BREAKING NEWS
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
- ଭାରତରେ ପ୍ରଥମ ଥର ପାଇଁ କେବେ ଆସିଥିଲା ପେଟ୍ରୋଲ? ଜାଣନ୍ତୁ କେଉଁ ଦେଶରୁ ଆମଦାନି ହୋଇଥିଲା..
Comments are closed.