Latest Odisha News

BREAKING NEWS

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୭ଜଣ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଅନୁଗୁଳରୁ ସର୍ବାଧିକ ୨ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । କଟକ ଓ ଯାଜପୁରରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ସେହିପରି ଭଦ୍ରକ, ମୟୂରଭଞ୍ଜ ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୮ହଜାର ୫୧୪କୁ ବୃଦ୍ଧି ପାଇଛି ।

Comments are closed, but trackbacks and pingbacks are open.