ଭୁବନେଶ୍ୱର: ଘାତକ ହେଉଛି ମହାମାରୀ । ରାଜ୍ୟରେ ସଂକ୍ରମଣ ସହ ବଢିଛି ଦୈନିକ ମୃତ୍ୟୁସଂଖ୍ୟା । କ୍ରମାଗତ ଦ୍ୱିତୀୟ ଦିନରେ କରୋନା ଆଉ ୮ ଜୀବନ ନେଇଛି । ଏମାନଙ୍କ ଭିତରେ ଅଛନ୍ତି ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣ ଆକ୍ରାନ୍ତ । ସେହିପିର ବାଲେଶ୍ୱର, ବରଗଡ଼, ଭଦ୍ରକ, ନୂଆପଡ଼ା ବଲାଙ୍ଗିର ଓ କଟକ ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯ଶହ ୮୧କୁ ବୃଦ୍ଧି ପାଇଛି ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ପାଟିରେ ପଶିଗଲା କଉ ମାଛ…ଚାଲିଗଲା ଯୁବକଙ୍କ ଜୀବନ
Comments are closed.