Latest Odisha News

କରୋନା ସଂକ୍ରମଣରେ ସର୍ବାଧିକ ୨୧ ମୃତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣରେ ଓଡିଶାର ୧୪ ଜିଲ୍ଲାରୁ ୨୧ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୨୧୬୧କୁ ବୃଦ୍ଧି ପାଇଛି।

ଚାରିଜଣ କଳାହାଣ୍ଡି ଜିଲ୍ଲାର ହୋଇଥିବାବେଳେ ସୁନ୍ଦରଗଡ, ଅନୁଗୁଳ, ଭଦ୍ରକ ଏବଂ କଟକରୁ ଦୁଇଜଣ ଲେଖାଁଏ ଓ ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୂଆପଡା ଏବଂ ପୁରୀ ଜିଲ୍ଲାରୁ ଗୋଟିଏ ଲେଖାଏଁ ମାମଲା ଚିହ୍ନଟ ହୋଇଛି ।

Leave A Reply

Your email address will not be published.