Latest Odisha News

BREAKING NEWS

ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୧୨୯ କରୋନା ପଜିଟିଭ, କେଉଁଠୁ କେତେ ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ବେଗରେ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୨୯ କରୋନା ପଜିଟିଭ ।

ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଚିହ୍ନଟ ୧୨୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୧୦ ଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.