ତାଳଚେର : ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ତାଳଚେର ଆରଏସଡବ୍ଲୁ ଯନ୍ତ୍ରୀ ସନ୍ତୋଷ କୁମାର ସାହୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।କଣ୍ଟାକ୍ଟରଙ୍କ ଠାରୁ ବିଲ କରିବା ନାରେ ଟଙ୍କା ମାଗିଥିଲେ । ତାଳଚେରରେ ତାଙ୍କ ସରକାରୀ କ୍ୱାଟର,କୋଠାଘର , ଭୁବନେଶ୍ୱର କଳିଙ୍ଗ ବିହାର ଏବଂ ନୟାଗଡ ବାସ ଭବନରେ ଭିଜିଲାନ୍ସ ଚଢାଉ କରିଛି ।କଟକ ଭିଜିଲାନ୍ସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିିଛି ।
BREAKING NEWS
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା

Comments are closed.