ନୂଆଦିଲ୍ଲୀ: ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ସସପେଣ୍ଡ। ୧୮ ମାସ ପାଇଁ ସସପେଣ୍ଡ କଲା ବିଶ୍ବ ବ୍ୟାଡମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରମୋଦ ଭଗତ୍ଙ୍କୁ ନିଲମ୍ବିତ କରାଯାଇଛି ।
୨୦୨୪ ପ୍ୟାରିସ ପାରା ଅଲିମ୍ପିକ୍ସରେ ପ୍ରମୋଦ ଭାଗ ନେଇପାରିବେନି। ୨୦୨୦ ଟୋକିଓ ପାରା ଅଲିମ୍ପିକ୍ସରେ ପ୍ରମୋଦଙ୍କୁ ସ୍ବର୍ଣ୍ଣ ମିଳିଥିଲା।
Badminton World Federation (BWF) tweets, "Indian Para-badminton Tokyo 2020 gold medallist Pramod Bhagat suspended for 18 months for breaching BWF anti-doping regulations with three whereabouts failures within 12 months…The Badminton World Federation (BWF) can confirm India’s… pic.twitter.com/bYP6qwo53h
— ANI (@ANI) August 13, 2024
Comments are closed.