ଭୁବନେଶ୍ୱର: ଭୁବନେଶ୍ୱରରୁ ଦିଲ୍ଲୀ ଟ୍ରେନ ଚଳାଚଳ ପ୍ରସଙ୍ଗରେ ଆଜି ସନ୍ଧ୍ୟା ସୁଦ୍ଧା ଗାଇଡଲାଇନ୍ ପ୍ରସ୍ତୁତ ହେବ । ଯେଉଁମାନେ ଆସିବେ ସେମାନେ ଗାଇଡଲାଇନ୍ ମାନିବାକୁ ବାଧ୍ୟ । ସଂଗରୋଧ ଓ ସାମାଜିକ ଦୂରତା ମାନିବେ । ଟ୍ରେନ୍ ଯୋଗେ ପ୍ରାୟତଃ ଭିଆଇପି ଲୋକ ଆସୁଛନ୍ତି । ସେମାନେ ନିଜସ୍ୱ ସୁବିଧା କରିବେ ।
ଯେଉଁମାନେ ଯାଇପାରିବେ ନାହିଁ ସେମାନଙ୍କ ପାଇଁ ସରକାର ବ୍ୟବସ୍ଥା କରିବେ । ଯେଉଁମାନେ ଅନ୍ୟ ରାଜ୍ୟରୁ ଆସୁଛନ୍ତି ସେମାନଙ୍କ ପାଇଁ ପଂଜୀକାରଣ ବାଧ୍ୟତାମୂଳକ କରାଯାଇଛି । ଯଦି ସେମାନେ ପଂଜୀକରଣ କରିନଥିବେ ତେବେ ଏଠାରେ ଆସିବା ପରେ ପଂଜୀକରଣ କରିପାରିବେ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି ।
ଆସନ୍ତାକାଲିଠାରୁ ଭୁବନେଶ୍ୱରରୁ ଦିଲ୍ଲୀକୁ ଟ୍ରେନ୍ ଗଡିବ । ସେହିପରି ୧୪ ତାରିଖରେ ନୂଆଦିଲ୍ଲୀରୁ ପ୍ରଥମ ଟ୍ରେନ୍ ଭୁବନେଶ୍ୱରକୁ ଆସିବ । ଏହି ଟ୍ରେନ୍ ବାଲେଶ୍ୱର, ଖଡଗପୁରର ହିଜିଳି, ଟାଟା, ବୋକାରୋ ଓ କାନପୁରରେ ଅଟକିବ । ପ୍ରଥମ ପର୍ଯ୍ୟାୟରେ ନୂଆଦିଲ୍ଲୀରୁ ଦେଶର ୧୫ଟି ପ୍ରମୁଖ ସହରକୁ ଟ୍ରେନ୍ ଗଡିବ ।
BREAKING NEWS
- ଭୂକମ୍ପରେ ଥରିଲା ଆସାମର ନାଗାଓଁ; ତୀବ୍ରତା ୪.୫…
- Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍ ସହ ଏହି ସମସ୍ତ ବ୍ୟବସ୍ଥା
- Nigeria military aircraft: ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ; ୩୨ ଜଣଙ୍କୁ ନେଇ ଯାଉଥିଲା…
- ରଣଜୀ ଟ୍ରଫି: ଓଡିଶା ଦଳ ଘୋଷଣା, ଶୁଭ୍ରାଂଶୁଙ୍କୁ ପୂନର୍ବାର ଅଧିନାୟକ ଦାୟିତ୍ୱ
- Passenger carrying precious stones:କଷ୍ଟମ୍ସ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ;ବ୍ୟାଙ୍କକରୁ କୋଟିକୋଟି ମୂଲ୍ୟର ମୂଲ୍ୟବାନ ପଥର ଆଣୁଥିବା ଯାତ୍ରୀ ଗିରଫ
- ଭାଇରାଲ ହେଉଛି ଗିଲଙ୍କ ମଜାଦାର ବୟାନ
- ଅପେକ୍ଷାର ଘଟିବ ଅନ୍ତ: ଖୁବଶୀଘ୍ର ହେବ SI ପଦବୀ ଲାଗି ସାନି ପରୀକ୍ଷା
- Suspicious death of film director:ହୋଟେଲ୍ ରୁମ୍ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର
- ଏଲଏ୨୮ ଅଲିମ୍ପିକ୍ସ ପାଇଁ ହାଙ୍ଗଝୋଉ ଅପେକ୍ଷା ଆଇଚି-ନାଗୋୟା ଏସୀୟ କ୍ରୀଡ଼ା ଭାରତ ପାଇଁ ଅଧିକ ସଫଳ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଏକାସାଙ୍ଗରେ ବଛାଯିବ ୪ଟି ଭାରତୀୟ ଦଳ; ସିଲେକ୍ଟରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ

Comments are closed.