ଭୁବନେଶ୍ବର: ପଦ୍ମ ସମ୍ମାନରେ ସମ୍ମାନିତ ଓଡିଶାର କୃତୀ ସନ୍ତାନ ମାନଙ୍କୁ ମାସକୁ ଦିଆଯିବ ୨୫ ହଜାର ଟଙ୍କା ସମ୍ମାନ ରାଶି । ଅପ୍ରେଲ ୨୦୨୪ରୁ ଓଡିଶାର କୃତୀ ସନ୍ତାନମାନଙ୍କୁ ଏହା ପ୍ରଦାନ କରାଯିବ । ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି । ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ।
BREAKING NEWS
- Operation Aaghat 3.0: ଅପରେସନ୍ ଆଘାତ ୩.୦ କ’ଣ? ଏହା କେଉଁଠି ଲାଗୁହୋଇଛି, ଜାଣନ୍ତୁ…
- Youth Arrested: ସାମାଜିକ ଗଣମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଗାଳିଦେଇ ଯୁବକ ଗିରଫ
- ବନ ବିଭାଗ କର୍ମଚାରୀଙ୍କୁ କାଠ ମାଫିଆଙ୍କ ଆକ୍ରମଣ, ଫରେଷ୍ଟଗାର୍ଡ ଆହତ
- Cold Wave: ଜାଡ଼ର ମାଡ଼ରେ ଅସ୍ତବ୍ୟସ୍ତ ଓଡ଼ିଶା, ଆଜି ଘନ କୁହୁଡି ନେଇ ୧୮ ଜିଲ୍ଲାକୁ ସତର୍କ ଘଣ୍ଟି
- winter counter-terrorism operations: ୩୦ରୁ ୩୫ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ; ତୁଷାରପାତରେ ଭାରତୀୟ ସେନା ଆରମ୍ଭ କଲା ସ୍ୱତନ୍ତ୍ର ଅପରେସନ୍
- Earthquake:ତାଇୱାନରେ ୭.୦ ତୀବ୍ରତାର ଭୂମିକମ୍ପ, ଦୋହଲିଗଲା କୋଠାଘର
- Year Ender 2025: ଚଳିତବର୍ଷ ସମଗ୍ର ଦେଶକୁ ସ୍ତବ୍ଧ କରିଦେଲା ଏହି ପାଞ୍ଚ ବଡ ଘଟଣା… ଚାଲିଗଲା ଶହଶହ ଜୀବନ
- ମହିଳା ଅସଦାଚରଣରେ ଓଡିଶା ଏକ ନମ୍ବର: ବିଜେଡି
- ୨୦୩୦ ସୁଦ୍ଧା ଭୁବନେଶ୍ୱର,ପୁରୀରେ ରେଳ ଚଳାଚଳ କ୍ଷମତା ହେବ ଦ୍ୱିଗୁଣ
- ପାଦରୁ ଜଣାପଡ଼ିବ ମଧୁମେହ ହୋଇଛି କି ନାହିଁ, ଜାଣିରଖନ୍ତୁ ଏହି ସଙ୍କେତ
Comments are closed.