ବାଲେଶ୍ୱର: ପୁଣି ଭିଜାଲାନ୍ସ ଜାଲରେ ଚତୁର୍ଥ ଶ୍ରେଣୀ କର୍ମଚାରୀ। ବାଲେଶ୍ୱର ପୂର୍ତ୍ତି ବିଭାଗ ଚତୁର୍ଥ ଶ୍ରେଣୀ କର୍ମଚାରୀ ପଦ୍ମନାଭ ସ୍ୱାଇଁ ଲକ୍ଷେ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ପଦ୍ମନାଭଙ୍କ ସୋର ବାଲିଗୁଡିସ୍ଥିତ ବାସଭବନରେ ଭିଜିନାଲ୍ସପକ୍ଷରୁ ଚଢାଉ କରାଯାଇଛି। ଠିକାଦାର ରୁଦ୍ରନାରାୟଣ ବେହେରାଙ୍କଠାରୁ ପଦ୍ମନାଭ ଲାଞ୍ଚ ଦାବି କରିଥିଲେ। ଏନେଇ ଠିକାଦାର ଜଣକ ଭିଜିଲାନ୍ସକୁ ସୂଚନା ଦେଇଥିଲେ।ଘଟଣା ସ୍ଥଳରେ ଭିଜିଲାନ୍ସ ଟିମ୍ ପହଁଞ୍ଚି ଲାଞ୍ଚ ନେବାବେଳେ ପଦ୍ମନାଭଙ୍କୁ ଧରିପକାଇଥିଲେ। ଜବତ ଟଙ୍କା ସମ୍ପର୍କରେ ଠିକ୍ ଭାବେ କିଛି କହିପାରିନଥିଲେ ପଦ୍ମନାଭ।ଏନେଇ ଅଧିକ ତଦନ୍ତ ଜାରି ରଖିଛି ପୋଲିସ।
BREAKING NEWS
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
- ଆସାମ ନିର୍ବାଚନ ପାଇଁ ବିଜେପିର ମାଷ୍ଟର ପ୍ଲାନ୍
- ୨୩ଟି ଦେଶରେ ବ୍ୟାପିଛି କରୋନା ଭାଇରସର ନୂଆ ଭାରିଆଣ୍ଟ, ଭାରତ ଉପରେ ଏହାର ପ୍ରଭାବ ରହିଛି କି?
- Stampede at Bihar’s Temple: ନାଳନ୍ଦାର ଶୀତଳା ମନ୍ଦିରରେ ଦଳାଚକଟା, ଚାଲିଗଲା ୮ ଜୀବନ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
Comments are closed.