ବାଲେଶ୍ୱର: ପୁଣି ଭିଜାଲାନ୍ସ ଜାଲରେ ଚତୁର୍ଥ ଶ୍ରେଣୀ କର୍ମଚାରୀ। ବାଲେଶ୍ୱର ପୂର୍ତ୍ତି ବିଭାଗ ଚତୁର୍ଥ ଶ୍ରେଣୀ କର୍ମଚାରୀ ପଦ୍ମନାଭ ସ୍ୱାଇଁ ଲକ୍ଷେ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ପଦ୍ମନାଭଙ୍କ ସୋର ବାଲିଗୁଡିସ୍ଥିତ ବାସଭବନରେ ଭିଜିନାଲ୍ସପକ୍ଷରୁ ଚଢାଉ କରାଯାଇଛି। ଠିକାଦାର ରୁଦ୍ରନାରାୟଣ ବେହେରାଙ୍କଠାରୁ ପଦ୍ମନାଭ ଲାଞ୍ଚ ଦାବି କରିଥିଲେ। ଏନେଇ ଠିକାଦାର ଜଣକ ଭିଜିଲାନ୍ସକୁ ସୂଚନା ଦେଇଥିଲେ।ଘଟଣା ସ୍ଥଳରେ ଭିଜିଲାନ୍ସ ଟିମ୍ ପହଁଞ୍ଚି ଲାଞ୍ଚ ନେବାବେଳେ ପଦ୍ମନାଭଙ୍କୁ ଧରିପକାଇଥିଲେ। ଜବତ ଟଙ୍କା ସମ୍ପର୍କରେ ଠିକ୍ ଭାବେ କିଛି କହିପାରିନଥିଲେ ପଦ୍ମନାଭ।ଏନେଇ ଅଧିକ ତଦନ୍ତ ଜାରି ରଖିଛି ପୋଲିସ।
BREAKING NEWS
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍
- ହାର୍ଦ୍ଦିକଙ୍କ ବିକଳ୍ପ ଖୋଜିବା ବନ୍ଦ କରିବାକୁ ପୂର୍ବତନ ଅଧିନାୟକ ଗାଭାସ୍କରଙ୍କ ଟିମ୍ ଇଣ୍ଡିଆକୁ ପରାମର୍ଶ
- ଖୋର୍ଦ୍ଧାରୁ ୫୫୦୦ ବୋତଲ କୋରେକ୍ସ ସହ ୧୦ ଗିରଫ
- Internet Restriction: ‘ସୁରକ୍ଷା ସହ ସ୍ୱାଧୀନତା ବି ନିହାତି ଜରୁରୀ’, ପିଲାଙ୍କ ଇଣ୍ଟରନେଟ୍ ବ୍ୟାନ୍କୁ ସୁପ୍ରିମକୋର୍ଟଙ୍କ ନା!

Comments are closed.