Latest Odisha News

BREAKING NEWS

ଆସୁଛି ଆଉ ଏକ ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗକୁ ଆସୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖ ଦିନ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବ ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ରାଜ୍ୟ‌ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.