ଭୁବନେଶ୍ୱର: ରାଜ୍ୟରେ ୧୫ ମାଓବାଦୀ ଥିବା ଗୃହରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି । କନ୍ଧମାଳ- କଳାହାଣ୍ଡି- ରାୟଗଡା ସୀମାନ୍ତ ଅଞ୍ଚଳରେ ଅଛନ୍ତି ୧୫ ମାଓବାଦୀ । ରାଜ୍ୟରେ ଅନ୍ୟ କୌଣସି ସ୍ଥାନରେ ମାଓବାଦୀ ନାହାନ୍ତି କହିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୬ ମାର୍ଚ୍ଚ ୧୫ ସୁଦ୍ଧା ୯୬ ମାଓବାଦୀ / ମିଲିସିଆ ଆତ୍ମସମର୍ପଣ କରିଛନ୍ତି ।
କନ୍ଧମାଳ ଜିଲ୍ଲାକୁ ମାଓବାଦୀ ପ୍ରଭାବିତ ଜିଲ୍ଲା ଭାବରେ ବିବେଚିତ କରାଯାଉଛି । ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଓଡିଶା ହେବ ସମ୍ପୁର୍ଣ୍ଣ ମାଓ ମୁକ୍ତ ରାଜ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
BREAKING NEWS
- ATCରେ ତ୍ରୁଟି, ବ୍ରିଟେନରେ ୧୦୦୦ ବିମାନ ବାତିଲ
- ବନ୍ୟା ପରେ ନେପାଳରେ ଭୂକମ୍ପ, ତୀବ୍ରତା ୫.୦…
- ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

Comments are closed.