କଟକ : ସୁସ୍ଥ ହେଲେ ନାଇଜେରିଆ ଫେରନ୍ତା ପ୍ରଥମ ଓମିକ୍ରନ ସଂକ୍ରମିତ । କଟକରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି । ସେ ୧୪ ଦିନ କାଳ ହସ୍ପିଟାଲରେ ଚିକିତ୍ସିତ ହେବା ପରେ ଆଜି ଡିସଚାର୍ଜ ହୋଇଛନ୍ତି ବୋଲି ଅଶ୍ୱିନୀ ହସ୍ପିଟାଲ କର୍ତୁପକ୍ଷ ସୂଚନା ଦେଇଛନ୍ତି । ୨୪ ଘଣ୍ଟା ମଧ୍ୟରେ ତାଙ୍କ ରିପୋର୍ଟ ଦୁଇ ଥର ନେଗେଟିଭ୍ ଆସିଛି । ସେ ହସ୍ପିଟାଲରୁ ଡିସଚାର୍ଜ ହେଲେ ବି ହୋମ୍ ଆଇସୋଲେସନରେ ରହିବେ । ନାଇଜେରିଆରୁ ଫେରିବା ପରେ ଯୁବକ ଜଣକ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମିତ ହୋଇଥିବା ଜଣାପଡିଥିଲ।
BREAKING NEWS
- ମହିଳାମାନଙ୍କୁ ଉଦ୍ୟୋଗୀରେ ରୂପାନ୍ତରିତ କରୁଛି ହିଣ୍ଡାଲ୍କୋର ‘ପ୍ରୋଜେକ୍ଟ ଶକ୍ତି’
- Arvind Mahapatra’s Suspension: ବିଜୁ ବାବୁଙ୍କ ସହ ପିତା ଯାହା କରିଥିଲେ ପୁଅ ଆଜି ସେହି ରାସ୍ତାରେ: ବିଜେଡି
- ଭାରତ ବିପକ୍ଷରେ ଡାରେଲ ମିଚେଲଙ୍କ କୀର୍ତିମାନ
- ବାଣ ଭିଡୁଥିଲା ବେଳେ ବିସ୍ଫୋରଣ, ଜଣେ ମୃତ
- Rourkela Plane Crash: ବିମାନ ଦୁର୍ଘଟଣା ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି
- Sports Awards: ପ୍ରୀତିସ୍ମିତା, କାଳୁଚରଣ, ଏମଜିଏମ୍କୁ ‘ଓସଜା’ ପୁରସ୍କାର
- Diamond Land: ଏଇଠି ଅଛି ବିଶ୍ଵର ଡାଇମଣ୍ଡ ଲ୍ୟାଣ୍ଡ, ହୀରାର ଚମକ୍ ଏବଂ ମୂଲ୍ୟ ଏତେ ଯେ ଫିକା ପଡିଯିବ କୋହିନୂର୍…
- ଗଞ୍ଜାମର ୨୫ରୁ ଊର୍ଦ୍ଧ୍ବ ସ୍ଥାନରେ ଇଡି ଚଢ଼ାଉ; ୨.୬୩ କୋଟି ଜବତ
- Encounter: ଆତଙ୍କବାଦୀ-ସୁରକ୍ଷାକର୍ମୀ ମଧ୍ୟରେ ଗୁଳିବିନିମୟ ଜାରି; ଜୈଶ ଆତଙ୍କି ଫସି ରହିଥିବା ଆଶଙ୍କା
- Rastrapati Bhawan: ୪୫ ଲକ୍ଷ ଇଟା, ୩୪୦ କୋଠରୀ, ନିର୍ମାଣ ପାଇଁ ଲାଗିଥିଲା ୧୭ ବର୍ଷ…ଏଥିପାଇଁ ସାରା ବିଶ୍ଵରେ ସ୍ୱତନ୍ତ୍ର ଭାରତର ରାଷ୍ଟ୍ରପତି ଭବନ…
Comments are closed.