କଟକ : ସୁସ୍ଥ ହେଲେ ନାଇଜେରିଆ ଫେରନ୍ତା ପ୍ରଥମ ଓମିକ୍ରନ ସଂକ୍ରମିତ । କଟକରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି । ସେ ୧୪ ଦିନ କାଳ ହସ୍ପିଟାଲରେ ଚିକିତ୍ସିତ ହେବା ପରେ ଆଜି ଡିସଚାର୍ଜ ହୋଇଛନ୍ତି ବୋଲି ଅଶ୍ୱିନୀ ହସ୍ପିଟାଲ କର୍ତୁପକ୍ଷ ସୂଚନା ଦେଇଛନ୍ତି । ୨୪ ଘଣ୍ଟା ମଧ୍ୟରେ ତାଙ୍କ ରିପୋର୍ଟ ଦୁଇ ଥର ନେଗେଟିଭ୍ ଆସିଛି । ସେ ହସ୍ପିଟାଲରୁ ଡିସଚାର୍ଜ ହେଲେ ବି ହୋମ୍ ଆଇସୋଲେସନରେ ରହିବେ । ନାଇଜେରିଆରୁ ଫେରିବା ପରେ ଯୁବକ ଜଣକ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମିତ ହୋଇଥିବା ଜଣାପଡିଥିଲ।
BREAKING NEWS
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର
- ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ: ତରଳୁଛି ହିମାଳୟର ଗ୍ଲେସିୟର, ବିପଦରେ ଭାରତର ୨୦ ପ୍ରତିଶତ ଜିଡିପି
- ଘୂର୍ଣ୍ଣିବଳୟ ସକ୍ରିୟ; ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
- ବେକାରୀ ହାର ନେଇ ନୂଆ ସର୍ଭେ ରିପୋର୍ଟ: ସହର ତୁଳନାରେ ଗ୍ରାମାଞ୍ଚଳରେ ସୃଷ୍ଟି ହେଲା ଅଧିକ ନିଯୁକ୍ତି ସୁଯୋଗ
- ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର
- ଋଷ ସହ ବେପାର କଲେ ଭାରତ ସମେତ ୫ ଦେଶ ଗଣିବେ ୧୦୦ ପ୍ରତିଶତ ଟିକସ

Comments are closed.