ନୂଆଦିଲ୍ଲୀ: ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲା ହେଉଛି କରୋନା ହଟସ୍ପଟ୍ । ସେହିପରି ଓଡ଼ିଶାର ୨୧ଟି ଜିଲ୍ଲା ଗ୍ରୀନ୍ ଜୋନ୍ରେ ରହିଛି । ଏନେଇ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।
କରୋନା ସଂକ୍ରମଣ ପାଇଁ ଦେଶର ଜିଲ୍ଲାଗୁଡିକୁ ୩ ଭାଗରେ ବିଭକ୍ତ କରାଯାଇଛି । ପ୍ରଥମଟି ହେଲା ହଟ୍ସ୍ପଟ ଜିଲ୍ଲା, ଦ୍ୱିତୀୟ ନନ୍-ହଟ୍ସ୍ପଟ ଏବଂ ତୃତୀୟ ଗ୍ରୀନ୍ ଜୋନ୍ । ଦେଶରେ କରୋନାକୁ ନେଇ କୋକୁଆ ଭୟ ଜାରି ରହିଛି । ଦିନକୁ ଦିନ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିଚାଲିଛି । ସାରା ଦେଶରେ ୧୧,୪୩୯ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୩୭୭ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସେହିପରି ୧୩୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
BREAKING NEWS
- ବିଜୟ ହଜାରେ ଟ୍ରଫି: କର୍ଣ୍ଣାଟକ, ସୌରାଷ୍ଟ୍ର ସେମି ଫାଇନାଲରେ
- ଖୋର୍ଦ୍ଧା ପରେ ଢେଙ୍କାନାଳ ବିଦ୍ୟାଳୟରେ ଜଣ୍ଡିସ୍ ଚିହ୍ନଟ
- ବାଂଲାଦେଶରେ ଉତ୍ତେଜନା; ପୋଲିସ ହେପାଜତରେ ଆୱାମୀ ଲିଗ୍ ନେତାଙ୍କ ମୃତ୍ୟୁ
- ବିସିବିର ଆଉ ଏକ ମିଛ ଧରିଲା ଆଇସିସି
- ଫେବୃଆରୀ ୧ରେ ଆସିବ କେନ୍ଦ୍ରୀୟ ବଜେଟ, ରବିବାର ହେବ…
- Jagdeep Dhankhar Hospitalised At AIIMS: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏମ୍ସରେ ଭର୍ତ୍ତି; ଗତ ସପ୍ତାହରେ ଦୁଇଥର ଅଚେତ…
- ବସ୍ ସହ ସ୍କୁଟିର ହେଲା ଧକ୍କା ,ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
- ରହିବନି କୋଟା ଓ ଆରଏସି; ବନ୍ଦେ ଭାରତ ସ୍ଲିପର ଟ୍ରେନରେ ମିଳିବ ଏହି ସୁବିଧା…
- କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍ଘାଟିତ
- କୋହଲି ଅହଙ୍କାରୀ କି ନୁହେଁ କହିଲେ ସାଥୀ ଖେଳାଳି
Comments are closed.