Latest Odisha News

ବୁର୍ଲା ଭିସୁଟରେ ଅଫଲାଇନ୍ କ୍ଲାସ ବାତିଲ

ସମ୍ବଲପୁର: ବୁର୍ଲା ଭିସୁଟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକ ଦୃଷ୍ଟିରେ ରଖି ତୃତୀୟ, ପଞ୍ଚମ ଓ ସପ୍ତମ ସେମିଷ୍ଟାର ଅଫଲାଇନ୍ ପରୀକ୍ଷା ସ୍ଥଗିତ ରଖାଯାଇଛି । କ୍ୟାମ୍ପସ ଛାଡ଼ିଲେ ଛାତ୍ରଛାତ୍ରୀ । କୋଭିଡ଼ ଆକ୍ରାନ୍ତ ଛାତ୍ରଛାତ୍ରୀଙ୍କୁ ଅଙ୍ଗିରା ହଷ୍ଟେଲରେ ଆଇସୋଲେସନରେ ରଖାଯାଇଛି । ଏହାସହ ସବୁ ଅଫଲାଇନ୍ କ୍ଲାସ ବନ୍ଦ ରହିଛି ।

ଆସନ୍ତା ୧୦ ତାରିଖ ଯାଏଁ ସମସ୍ତ ଅଫଲାଇନ୍ କ୍ଲାସ ବାତିଲ କରାଯାଇଛି । ଗତକାଲି ଏକ ସ୍ୱତନ୍ତ୍ର ଡ଼ାକ୍ତରୀ ଟିମ୍ ଭିସୁଟରେ ଲକ୍ଷଣ ଥିବା ଛାତ୍ରଛାତ୍ରୀଙ୍କ ସ୍ୱାବ୍ ନମୂନା ପରୀକ୍ଷା କରିଥିଲେ ।

Leave A Reply

Your email address will not be published.