Latest Odisha News

BREAKING NEWS

କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ଦୁଇ ଦିନ ପାଇଁ ବନ୍ଦ ରହିଲା ଓଏଚଆରସି

ଭୁବନେଶ୍ୱର: ରାଜ୍ୟ ମାନବାଧିକାର କମିଶନଙ୍କ ତୋଷାଳୀ ସ୍ଥିତ କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ପଜିଟିଭି ଚିହ୍ନଟ ପରେ ଦୁଇ ଦିନ ପାଇଁ ଏହାକୁ ବନ୍ଦ ରଖାଯାଇଛି । ଆସନ୍ତା ୩୦ ତାରିଖ ଯାଏଁ ଏହା ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

କମିଶନଙ୍କ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ସଙ୍ଗରୋଧରେ ରହିବେ । ଯଦି କୌଣସି ଲକ୍ଷଣ ଦେଖାଯାଏ ତେବେ କୋଭିଡ ଟେଷ୍ଟ କରିବାକୁ କୁହାଯାଇଛି ।

Leave A Reply

Your email address will not be published.