Latest Odisha News

BREAKING NEWS

ସେପ୍ଟେମ୍ବର ୯ରୁ ଓଜେଇ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୯ରୁ ଆରମ୍ଭ ହେବ ଓଜେଇ ପରୀକ୍ଷା । ୯ରୁ ଆରମ୍ଭ ହୋଇ ୧୫ ତାରିଖ ଯାଏଁ ଚାଲିବ । ଚଳିତ ବର୍ଷ ସିବିଟି ମୋଡରେ ପରୀକ୍ଷା ହେବ ବୋଲି ସୂଚନା ମିଳିଛି। ଏଥିଲାଗି ଓଡ଼ିଶାର ୧୬ ଜିଲ୍ଲାର ପଲିଟେକନିକ ଓ ଆଇଟିଆଇ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ବୈଷୟିକ ଓ ତାଲିମ ନିର୍ଦ୍ଦେଶାଳୟ । ପରୀକ୍ଷା କେନ୍ଦ୍ର ଚୟନ ପାଇଁ ଚିଠି କରାଯାଇଛି । ଜେଇଇ ଓ ଟିସିଏସ ଅଧିକାରୀ ବିଭିନ୍ନ କଲେଜ ବୁଲି ପରୀକ୍ଷା କେନ୍ଦ୍ର ଚୟନ କରିବେ ବୋଲି ବୈଷୟିକ ଶିକ୍ଷା ଓ ତାଲିମ୍ ନିର୍ଦ୍ଦେଶାଳୟ ପକ୍ଷରୁ ନିଷ୍ପତ୍ତି ହୋଇଛି।

Leave A Reply

Your email address will not be published.