Latest Odisha News

BREAKING NEWS

ବାଲେଶ୍ୱରରେ ବୃଦ୍ଧ ଦମ୍ପତ୍ତିଙ୍କ ଆତ୍ମହତ୍ୟା

ବାଲେଶ୍ୱର: ଜଳେଶ୍ୱରରେ ଅଭାବନୀୟ ଘଟଣା । ପୋଖରୀ ହୁଡାରୁ ମିଳିଲା ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ । ଭୋଗରାଇ ବ୍ଲକ ଫୁଲବଣି ଗାଁରେ ଘଟିଛି ଏହି ଘଟଣା । ଉଭୟ ବିଷ ପିଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ତେବେ କେଉଁ କାରଣରୁ ସେମାନେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡିପାରିନାହିଁ ।

ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.