ପୁରୀ : ପୁରୀ ବାସେଳି ସାହି ଥାନା ଅନ୍ତର୍ଗତ ମଙ୍ଗଳା ନଦୀରେ ଅଘଟଣ । ନଦୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ମଙ୍ଗଳା ଘାଟର ମାଗୁଣି ନାୟକ । ଆଜି ଅପରାହ୍ନରେ ମାଗୁଣି ମଙ୍ଗଳା ନଦୀକୁ ଶୌଚ ପାଇଁ ଯାଇଥିଲେ । କିନ୍ତୁ ନଦୀରେ ଗୋଡ ଖସିଯିବାରୁ ନଦୀ ଭିତରକୁ ଚାଲି ଯାଇଥିଲେ । ପରେ ତାଙ୍କର ମୃତ୍ୟୁ ହୋଇଥିଲା । ସ୍ଥାନୀୟ ଲୋକେ ନଦୀରେ ମୃତଦେହ ଭାସୁଥିବା ଦେଖି ବାସେଳିସାହି ଥାନାକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ।
BREAKING NEWS
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
- ରିଲ୍ସ କରିବା ହେଲା କାଳ, ପୋଲରୁ ନଦୀକୁ ଡେଇଁଲେ ଦୁଇ ଯୁବକ
- ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଅଶ୍ୱିନ୍ କାହିଁକି ଦେଲେ ସତର୍କବାଣୀ ?
- ଦୁଇରୁ ତିନି ବର୍ଷ ମଧ୍ୟରେ ଦୂର ହେବ ଅଗ୍ନିବୀରଙ୍କ ଅଭାବ
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
- Iran US War: ନୌସେନା, ବାୟୁସେନା, ସମଗ୍ର ନେତୃତ୍ୱ…ସବୁ ଶେଷ, ଇରାନ ଉପରେ ବିଜୟ ଘୋଷଣା କଲେ ରାଷ୍ଟ୍ରପତି ଟ୍ରମ୍ପ
Comments are closed.