ବ୍ରହ୍ମପୁର: ଗଞ୍ଜାମ ଜିଲାର ଦିଗପହଣ୍ଡି ଥାନା ଭୀଷ୍ମଗିରି କଲେଜ ଛକ ନିକଟରେ ଘରେ ପଶି ଲୁଟ୍ ପରେ ବୃଦ୍ଧାଙ୍କୁ ହତ୍ୟା କରଯାଇଥିବା ନେଇ ଅଭିଯୋଗ ହୋଇଛି। ମୃତ ବୃଦ୍ଧା ଜଣଙ୍କ ହେଲେ ବି.ଆଡ଼ି ପାତ୍ର(୭୦)। ମିଳିଥିବା ସୂଚନା ଅନୁସାରେ, ଶନିବାର ରାତିରେ ସ୍ଵାମୀ ଘର ବାରଣ୍ଡାରେ ଏବଂ ଆଡି ଘର ଭିତରେ ଶନିବାର ରାତିରେ ଶୋଇଥିଲେ। ବିଳମ୍ବିତ ରାତିରେ କେହି ଘର ଭିତରେ ପଶି ଆଡିଙ୍କୁ ହତ୍ୟା କରିବା ସହ କାନ, ନାକ ଓ ବେକରେ ପିନ୍ଧିଥିବା ସୁନା ଅଳଙ୍କାର ଲୁଟି ନେଇଛି। କାନ ଫୁଲ ଟାଣି ନେବା ଯୋଗୁଁ କାନ ଛିଣ୍ଡି ଯାଇଛି। ନାକ ଓ କାନରୁ ରକ୍ତ ସ୍ରାବ ହୋଇଛି। ଆଡିଙ୍କ ୩ଭରିରୁ ଉର୍ଦ୍ଧ୍ବ ସୁନା ଓ ଆଲମିରା, ଟ୍ରଙ୍କରେ ଥିବା ୫୦ହଜାରରୁ ଉର୍ଦ୍ଧ୍ବ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଘଟଣା ସ୍ଥଳରେ ଦିଗପହଣ୍ଡି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
BREAKING NEWS
- Manipur Violence: ମଣିପୁରରେ ପୁଣି ହିଂସା, NIAକୁ ମାମଲା ହସ୍ତାନ୍ତର କଲେ ରାଜ୍ୟପାଳ
- President Visit Odisha: ରାଷ୍ଟ୍ରପତିଙ୍କ ଗସ୍ତକୁ ତ୍ରୁଟି ଶୂନ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
- Rath Yatra: ରଥଖଳାରେ ପହଞ୍ଚିଲା କାଠ, ମାଘ ପଞ୍ଚମୀରେ ଅନୁକୂଳ ହେବ ରଥକାଠ
- Maoists Killed: ମାଓ ସଂଗଠନକୁ ପୁଣି ବଡ଼ ଝଟକା: ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ
- Ganjam Group Clash: ଗଞ୍ଜାମ ପଥରାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ପରସ୍ପର ଉପରକୁ କଲେ ପଥର ମାଡ଼
- IND vs NZ: ଆଜି ପୁଣି ମୁହାଁମୁହିଁ ହେବେ ଭାରତ-ନ୍ୟୁଜିଲାଣ୍ଡ
- Nandankanan Open: ସାଧାରଣତନ୍ତ୍ର ଦିବସରେ ଖୋଲା ରହିବ ନନ୍ଦନକାନନ
- ଦୁନିଆ ତୁଳନାରେ ଆମ ଦେଶର ପିଲା ହୋଇଯାଉଛନ୍ତି ଗେଡ଼ା, ସାମ୍ନାକୁ ଆସିଲା କାରଣ; ରିପୋର୍ଟରେ ବଡ଼ ଖୁିଲାସା
- ପୁଅର ବାହାଘର ପୂର୍ବରୁ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ବାପାର ଜୀବନ
- ବାହୁଦା ନଦୀରେ ବୁଡିଗଲେ ୨ ନାବାଳକ ଛାତ୍ର
Comments are closed.