ବ୍ରହ୍ମପୁର: ଗଞ୍ଜାମ ଜିଲାର ଦିଗପହଣ୍ଡି ଥାନା ଭୀଷ୍ମଗିରି କଲେଜ ଛକ ନିକଟରେ ଘରେ ପଶି ଲୁଟ୍ ପରେ ବୃଦ୍ଧାଙ୍କୁ ହତ୍ୟା କରଯାଇଥିବା ନେଇ ଅଭିଯୋଗ ହୋଇଛି। ମୃତ ବୃଦ୍ଧା ଜଣଙ୍କ ହେଲେ ବି.ଆଡ଼ି ପାତ୍ର(୭୦)। ମିଳିଥିବା ସୂଚନା ଅନୁସାରେ, ଶନିବାର ରାତିରେ ସ୍ଵାମୀ ଘର ବାରଣ୍ଡାରେ ଏବଂ ଆଡି ଘର ଭିତରେ ଶନିବାର ରାତିରେ ଶୋଇଥିଲେ। ବିଳମ୍ବିତ ରାତିରେ କେହି ଘର ଭିତରେ ପଶି ଆଡିଙ୍କୁ ହତ୍ୟା କରିବା ସହ କାନ, ନାକ ଓ ବେକରେ ପିନ୍ଧିଥିବା ସୁନା ଅଳଙ୍କାର ଲୁଟି ନେଇଛି। କାନ ଫୁଲ ଟାଣି ନେବା ଯୋଗୁଁ କାନ ଛିଣ୍ଡି ଯାଇଛି। ନାକ ଓ କାନରୁ ରକ୍ତ ସ୍ରାବ ହୋଇଛି। ଆଡିଙ୍କ ୩ଭରିରୁ ଉର୍ଦ୍ଧ୍ବ ସୁନା ଓ ଆଲମିରା, ଟ୍ରଙ୍କରେ ଥିବା ୫୦ହଜାରରୁ ଉର୍ଦ୍ଧ୍ବ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଘଟଣା ସ୍ଥଳରେ ଦିଗପହଣ୍ଡି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
BREAKING NEWS
- ପାର୍ବଣ ପୂର୍ବରୁ ମହଙ୍ଗା ମାଡ; କମର୍ସିଆଲ ସିଲିଣ୍ଡର ଦାମ୍ ୬୨ ଟଙ୍କା ବୃଦ୍ଧି
- ଗୁଆହାଟୀ ପିଚ୍ ଉପରେ ବର୍ଷିଲେ ଗୌତମ ଗମ୍ଭୀର: “ଏହା କ୍ରିକେଟ ନୁହେଁ, କେବଳ ବ୍ୟାଟିଂ”
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ

Comments are closed.