ଟୋକିଓ: କରୋନା ମହାମାରୀକୁ ଚ୍ୟାଲେଞ୍ଜ ଦେଇ ଆରମ୍ଭ ହୋଇଯାଇଛି ଟୋକିଓ ଅଲିମ୍ପିକ୍ସ । ଉଦଘାଟନୀ ଉତ୍ସବ ଦର୍ଶକଙ୍କ ବିନା ଫିକା ଲାଗୁଥିଲେ ମଧ୍ୟ ବିପତି ବେଳେ ଏହା ନିଶ୍ଚିତ ଭାବେ ସମସ୍ତଙ୍କ ମନୋବଳ ବଢ଼ାଇବ । ଭାରତର ୨୦ଜଣ ଆଥଲେଟ ଉଦଘାଟନୀ ସମାରୋହରେ ଅଂଶଗ୍ରହଣ କରିଥିଲେ । ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ ସିଂ ଓ ମହାନ ମହିଳା ବକ୍ସିର ମେରୀ କମ୍ ଭାରତର ଧ୍ୱଜାବାହକ ହୋଇଥିଲେ । ପରମ୍ପରା ଅନୁସାରେ ଗ୍ରୀସ ଦଳ ପ୍ରଥମେ ଶୋଭାଯାତ୍ରାରେ ବାହାରିଥିଲେ । ଏହା ପରେ ପଛକୁ ପଛ ଅନ୍ୟ ଦେଶର ଶୋଭାଯାତ୍ରା ଆସିଥିଲା ।
\ଏଥର ୨୦୦ରୁ ଅଧିକ ଦେଶର ୧୧୪୦୦ ପ୍ରତିଯୋଗୀ ଅଂଶଗ୍ରହଣ କରୁଛନ୍ତି । ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁ ଥିବା ଏହି ମହାକୁମ୍ଭରେ ୩୩ କ୍ରୀଡାର ୩୩୯ ଇଭେଂଟରେ ମୁକାବିଲା ହେବ । ଭାରତ ପକ୍ଷରୁ ଏଥର ୧୨୭ଜଣ ଖେଳାଳି ଟୋକିଓ ଯାଇଛନ୍ତି । ସେମାନଙ୍କ ମଧ୍ୟରେ ୫ଜଣ ଓଡିଆ ଅଛନ୍ତି । କରୋନା ମହାମାରୀରୁ ଖେଳାଳିମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି ।
BREAKING NEWS
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର
- ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ: ତରଳୁଛି ହିମାଳୟର ଗ୍ଲେସିୟର, ବିପଦରେ ଭାରତର ୨୦ ପ୍ରତିଶତ ଜିଡିପି
- ଘୂର୍ଣ୍ଣିବଳୟ ସକ୍ରିୟ; ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
- ବେକାରୀ ହାର ନେଇ ନୂଆ ସର୍ଭେ ରିପୋର୍ଟ: ସହର ତୁଳନାରେ ଗ୍ରାମାଞ୍ଚଳରେ ସୃଷ୍ଟି ହେଲା ଅଧିକ ନିଯୁକ୍ତି ସୁଯୋଗ
- ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର
- ଋଷ ସହ ବେପାର କଲେ ଭାରତ ସମେତ ୫ ଦେଶ ଗଣିବେ ୧୦୦ ପ୍ରତିଶତ ଟିକସ
- ଅକ୍ଟୋବର ୧୫ରୁ ବଦଳିବ ୟୁପିଆଇ ନିୟମ: ଜାଣନ୍ତୁ ନୂଆ ଏମଡିଆର୍ ଚାର୍ଜ କାହା ଉପରେ ଲାଗୁ ହେବ?
- ୫ ଓରାଙ୍ଗଉଟାନ୍ ଛୁଆ ଉଦ୍ଧାର ମାମଲା: କେଉଁଠି ଲୁଚିଛନ୍ତି ଅଭିଯୁକ୍ତ? ବାଂଲାଦେଶ କିମ୍ବା ନେପାଳ ଖସିଯିବା ନେଇ ସନ୍ଦେହ

Comments are closed.